Back to News Home

ଆଜି ଅନୁଗୁଳ ଜିଲ୍ଲାର ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଠାରେ ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାର ଲୋକସଭା କ୍ଷେତ୍ରର କାର୍ଯ୍ୟକର୍ତା ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି I ଉକ୍ତ ବୈଠକରେ ରାଷ୍ଟ୍ରୀୟ ସମ୍ପାଦକ ଶ୍ରୀ ସୁରେଶ ପୂଜାରୀ, ରାଜ୍ୟ ସାଧାରଣ ସମ୍ପାଦକ(ସଂଗଠନ) ଶ୍ରୀ ସାରଦା ପ୍ରସାଦ ଶତପଥୀ, ବରିଷ୍ଠ ନେତା ଶ୍ରୀ ରୁଦ୍ର ନାରାୟଣ ପାଣି, ରାଜ୍ୟ ସମ୍ପାଦକ ଶ୍ରୀ କାଳନ୍ଦୀ ସାମଲ ଏବଂ ସମ୍ପାଦିକା ଡଃ.ଲେଖାଶ୍ରୀ ସାମନ୍ତସିଂହାର, ଅନୁଗୁଳ ଜିଲ୍ଲା ସଭାପତି ଶ୍ରୀ ଭାଗିରଥି ପ୍ରଧାନ ଓ ଢେଙ୍କାନାଳ ଜିଲ୍ଲା ସଭାପତି ଶ୍ରୀ ବିଭୁତି ଭୂଷଣ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ I

f18