Back to News Home

ଗଞ୍ଜାମ ଜିଲ୍ଲା ଗସ୍ତରେ ଥିବା ରାଜ୍ୟ ବିଜେପିର ଏକ ଉଚ୍ଚ ସ୍ତରୀୟ ମହିଳା ପ୍ରତିନିଧି ଦଳ ଆଜି ଏମକେସିଜି ମେଡିକାଲ କଲେଜ ଏବଂ ହସ୍ପିଟାଲ ଯାଇ ନାବାଳିକା ଗଣଦୁଷ୍କର୍ମ ପୀଡିତାଙ୍କୁ ଭେଟିବା ସହ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ଏବଂ ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଯଥାଶୀଘ୍ର ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବା ପାଇଁ ହସ୍ପିଟାଲ କତ୍ତୃପକ୍ଷକୁ ଅନୁରୋଧ କରିଛନ୍ତି l

download-1