Back to News Home

ଗୁରୁପ୍ରିୟା ସେତୁର ମହାଦୁର୍ନୀତିକୁ ନେଇ ରାଜ୍ୟ ବିଜେପିର ଏକ ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ ରାଜ୍ୟ ସଭାପତି ଶ୍ରୀ ବସନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ଆଜି ମହାମହିମ ରାଜ୍ୟପାଳଙ୍କୁ ସାକ୍ଷାତ କରିବା ସହ ସ୍ମାରକପତ୍ର ପ୍ରଦାନ କରିଛନ୍ତି l

untitled-1