Back to News Home

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବା ପାଇଁ ଆଜି ଓଡିଶା ଗସ୍ତରେ ଆସି ଭୁବନେଶ୍ୱର ଠାରେ ପହଂଚିବା ପରେ କେନ୍ଦ୍ର ମନ୍ତ୍ରୀ ଶ୍ରୀମତୀ Smriti Zubin Iraniଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ କରାଯାଇଛି l

download-18