Back to News Home

ରାଜ୍ୟ ବିଜେପିର ଏକ ମହିଳା ପ୍ରତିନିଧି ଦଳ ଆଜି ଗଞ୍ଜାମ ଜିଲ୍ଲା ଗସ୍ତ କରି ପୋଲସରା ବ୍ଲକ୍‌ ହାତୀଓଟ ପଞ୍ଚାୟତର ଧୋୟାକୋଣ ଗ୍ରାମରେ ଘଟିଥିବା ନାବାଳିକା ଗଣଦୁଷ୍କର୍ମ ପୀଡ଼ିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ସ୍ଥାନୀୟ ଗ୍ରାମବାସୀ ମାନଙ୍କ ସହିତ ଘଟଣା ସମ୍ପର୍କରେ ଆଲୋଚନା କରିଛନ୍ତି ଏବଂ ଦୋଷୀଙ୍କ ବିରୁଦ୍ଧରେ ତୁରନ୍ତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ଜଣାଇଛନ୍ତି l

untitled-1